କରୋନା ଅପଡେଟ୍: ଦିନକରେ ଆଉ ୧୮,୧୬୬ ସଂକ୍ରମିତ ଚିହ୍ନଟ, ୭ ମାସରେ ସର୍ବନିମ୍ନ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣର ଦ୍ବିତୀୟ ଲହରୀର ପ୍ରକୋପ କମିବାରେ ଲାଗିଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ରବିବାର ଜାରି ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୮,୧୬୬ ନୂଆ ମାମଲା ରିପୋର୍ଟ ହୋଇଛି, ଯାହା ସାତ ମାସରେ ସର୍ବନିମ୍ନ । ଦିନକରେ ୨୧୪ ଜଣ କରୋନା ସଂକ୍ରମିତ ଲୋକ ପ୍ରାଣ…

ଖୋର୍ଦ୍ଧା ଗୁରୁଜଙ୍ଗରେ ଅଭାବନୀୟ ଘଟଣା , ଶ୍ୱଶୁର ଘରେ ସ୍ତ୍ରୀକୁ ହତ୍ୟା କରି ସ୍ୱାମୀ ଫେରାର

ଭୁବନେଶ୍ୱର –ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗରେ ଅଭାବନୀୟ ଘଟଣା । ଶ୍ୱଶୁର ଘରେ ସ୍ତ୍ରୀର ତଣ୍ଟି କାଟି ହତ୍ୟା କରିଛି ସ୍ୱାମୀ । ପତ୍ନୀହନ୍ତା ସ୍ୱାମୀ ଫେରାର ହୋଇଯାଇଛି । ସ୍ଥାନୀୟ ଅଂଚଳରେ ଏହି ଘଟଣା ଚାଂଚଲ୍ୟ ସୃଷ୍ଟି କରିଛି । ପୋଲିସ ଘଟଣାସ୍ଥଳରେ ପହଂଚିଛି । ଗତକାଲି ବିଳମ୍ବିତ ରାତିରେ ଏହି…

ସୀମା ବିବାଦ ନେଇ ଆଜି ଭାରତ-ଚୀନ୍ ଆଲୋଚନା

ନୂଆଦିଲ୍ଲୀ: ଆଜି ଭାରତ ଏବଂ ଚୀନ୍ ମଧ୍ୟରେ ଆଉ ଏକ ରାଉଣ୍ଡ ସ୍ତରୀୟ ଆଲୋଚନା ହେବ। ଏଥିରେ ପୂର୍ବ ଲଦାଖର ଅବଶିଷ୍ଟ ସ୍ଥାନରୁ ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟାରେ ଅଗ୍ରଗତି ଉପରେ ଫୋକସ୍ କରାଯିବ । ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି) ର ଚୀନ୍ ପାର୍ଶ୍ୱରେ ଥିବା ମୋଲଡୋ ସୀମାରେ…

ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣରେ ବୃଦ୍ଧି, ଦିନକରେ ୬୫୨ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ୩୩୧

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ସଂଖ୍ୟାରେ ପୁଣି ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୫୨ ନୂଆ ଆକ୍ରାନ୍ତ । ସଂକ୍ରମିତଙ୍କ ମଧ୍ୟରେ ଅଛନ୍ତି ୯୨ ଜଣ ଶିଶୁ ଓ କିଶୋର । ସଙ୍ଗରୋଧରୁ ୩୮୦ ଓ ସ୍ଥାନୀୟ ଅଞ୍ଚଳରୁ ୨୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର-ଆଜି ହେଉଛି ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି । ସମୟ ବଦଳିବା ସହ ମାନସିକ ସ୍ୱାସ୍ଥ୍ୟ ନେଇ ସାମାଜିକ ସଚେତନତାର ଆବଶ୍ୟକତା ଅଧିକ ଆବଶ୍ୟକ ରହିଛି । ମାନସିକ ସ୍ୱାସ୍ଥ୍ୟ ସଂପର୍କରେ ଶିକ୍ଷା, ସଚେତନତାର ପ୍ରସାର…