ନବରାତ୍ରର ଆଜି ଚତୁର୍ଥ ଦିନ: ଶ୍ରୀଦୁର୍ଗାଙ୍କ ଚତୁର୍ଥ ସ୍ଵରୂପ ମା’ କୁଷ୍ମାଣ୍ଡା
ଶାରଦୀୟ ନବରାତ୍ରର ଆଜି ଚତୁର୍ଥ ଦିନ। ଏହି ଦିନ ମା' ଶ୍ରୀଦୁର୍ଗାଙ୍କ ଚତୁର୍ଥ ସ୍ଵରୂପ ଦେବି କୁଷ୍ମାଣ୍ଡାଙ୍କ ଉଦ୍ଦେଶ୍ୟରେ ସମର୍ପିତ। ଉଦରରୁ ଏହି ବ୍ରହ୍ମାଣ୍ଡ କୁ ସୃଷ୍ଟି କରିଥିବା କାରଣରୁ ଦେବିଙ୍କ ନାମ କୁଷ୍ମାଣ୍ଡା । ମା' କୁଷ୍ମାଣ୍ଡା ହେଉଛନ୍ତି ତେଜ ଏବଂ ପ୍ରତାପର ସ୍ଵରୂପ। ତାଙ୍କର ତେଜ…