ଚଳନ୍ତା ଟ୍ରେନରେ ମହିଳାଙ୍କୁ ଗଣଦୁଷ୍କର୍ମ

ଲକ୍ଷ୍ନୌ: ମୁମ୍ବାଇ ପୁଷ୍ପକ ଏକ୍ସପ୍ରେସରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ଚାରି ଜଣଙ୍କୁ ଗିରଫ କରିଛି ଜିଆରପି ପୋଲିସ। ଇଗତପୁରୀ ଏବଂ କସରା ରେଳ ଷ୍ଟେସନ ନିକଟରୁ ଏହି ଚାରି ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ତେବେ ଏହି ମାମଲାରେ ଅନ୍ୟ ଚାରି ଅଭିଯୁକ୍ତ…

କ୍ରସ୍ ପିନ୍ଧିଲେ କିମ୍ବା ଚର୍ଚକୁ ଗଲେ ଏସସି ସାର୍ଟିଫିକେଟ୍ ରଦ୍ଦ କରାଯାଇପାରିବ ନାହିଁ: ମାଡ୍ରାସ ହାଇକୋର୍ଟ

ଚେନ୍ନାଇ: କ୍ରସ୍ କିମ୍ବା ଅନ୍ୟାନ୍ୟ ଧାର୍ମିକ ପ୍ରତୀକ ଏବଂ ପ୍ରଥା ପ୍ରଦର୍ଶନ କଲେ ଜଣେ ଦଳିତଙ୍କ ଅନୁସୂଚିତ ଜାତି (ଏସସି) ସାର୍ଟିଫିକେଟ୍ ବାତିଲ ହୋଇପାରିବ ନାହିଁ। ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ମାଡ୍ରାସ ହାଇକୋର୍ଟ ଏହା କହିଛନ୍ତି । ମୁଖ୍ୟ ବିଚାରପତି ସଞ୍ଜୀବ ବାନାର୍ଜୀ ଏବଂ ଜଷ୍ଟିସ୍…

ଦେବଗଡରେ ବିଏସ୍‌ୱାଇ କାର୍ଡ ବଣ୍ଟନର ଶୁଭାରମ୍ଭ, ଚିକିତ୍ସାରେ ଅର୍ଥ ବାଧକ ନ ସାଜୁ- ନବୀନ

ଦେବଗଡ : କୌଣସି ପରିସ୍ଥିତିରେ ଚିକିତ୍ସା ପାଇଁ ଅର୍ଥ ବାଧକ ନ ସାଜୁ । ଚିକିତ୍ସା ଖର୍ଚ୍ଚ ତୁଳାଇବାକୁ ଯାଇ ଘର ବନ୍ଧା ନ ପଡୁ । ଏହି ଉଦ୍ଦେଶ୍ୟରେ ହିଁ ଦେଶର ସର୍ବପ୍ରଥମ ରାଜ୍ୟ ଭାବେ ଓଡିଶା ସରକାର ବିଜୁ ସାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଆରମ୍ଭ କରିଛନ୍ତି । ଦେବଗଡ…

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସମ୍ଭାବନା

ଭୁବନେଶ୍ୱର- ଉତ୍ତର ଆଣ୍ଡାମାନ ସାଗର ଓ ଆଖପାଖ ଅଂଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ଏହା ୩ ଦଶମିକ ୧ ରୁ ୫ ଦଶମିକ ୮ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଭୁବନେଶ୍ୱର…

ରାଜ୍ୟରେ ଦିନକରେ ୫୨୬ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଦିନକରେ ଚିହ୍ନଟ ହୋଇଛନ୍ତି ୫୨୬ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୩୦୩ ଓ ସ୍ଥାନୀୟ ଅଂଚଳରୁ ୨୨୩ ରୋଗୀ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ୬୮ ଜଣ ଅଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪କୁ ବୃଦ୍ଧି ପାଇଛି ।…