ସୁଧ ହାର ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ

ମୁମ୍ବାଇ: ମୁଦ୍ରା ନୀତି କମିଟି (ଏମପିସି) ବୈଠକରେ ଭାରତର ରିଜର୍ଭ ବ୍ୟାଙ୍କ ସୁଧ ହାର ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆରବିଆଇ ଗଭର୍ଣ୍ଣର ଲଗାତାର ଅଷ୍ଟମ ଥର ପାଇଁ ସୁଧ ହାର ଅପରିବର୍ତ୍ତିତ ରଖିଛନ୍ତି। ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି ଯେ ଏହି ତ୍ରୈୟ ମାସରେ…