ପଞ୍ଚାୟତ ନିର୍ବାଚନ ଲାଗି ଆଜି ପ୍ରକାଶ ପାଇବ ସଂରକ୍ଷଣ ତାଲିକା

ଭୁବନେଶ୍ୱର- ଆଜି ପଂଚାୟନ ନିର୍ବାଚନ ଲାଗି ସଂରକ୍ଷଣ ତାଲିକା ପ୍ରକାଶ ପାଇବ । ୱାର୍ଡ ମେମ୍ବର, ସରପଂଚ, ସମିତି ସଭ୍ୟଙ୍କ ତାଲିକା ବାହାରିବା ସମ୍ଭାବନା ରହିଛି । ବ୍ଲକ ଅଧ୍ୟକ୍ଷ ଓ ଜିଲ୍ଲା ପରିଷଦ ସଦସ୍ୟଙ୍କ ତାଲିକା ମଧ୍ୟ ପ୍ରକାଶ ପାଇପାରେ । ଆପତ୍ତି ଥିଲେ ଆସନ୍ତା ୧୬ ତାରିଖ ସୁଦ୍ଧା ଅଭିଯୋଗ…

ନବୀନଙ୍କ ଦଶହରା ଭେଟି : ଜୁଲାଇ ପହିଲାରୁ ପିଛିଲା ଭାବେ ରାଜ୍ୟ ସରକାରୀ କର୍ମଚାରୀ, ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ୧୧…

ଭୁବନେଶ୍ବର: ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଓ dearness relief ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ୧୦ ଲକ୍ଷ ସ୍ମାର୍ଟ କାର୍ଡ ବଂଟନ

ଭୁବନେଶ୍ୱର- ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ହେଲଥ ସ୍ମାର୍ଟ କାର୍ଡର ବଣ୍ଟନ ଜାରି ରହିଛି । ଏ ଯାଏଁ ୧୦ ଲକ୍ଷ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ଦିଆସରିିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଆମ ପାଇଁ ପ୍ରତିଟି ଜୀବନ…

ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ (GIS) ସଂଶୋଧିତ

କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ସହାୟତା ରାଶି ପରିମାଣରେ ବୃଦ୍ଧି ଭୁବନେଶ୍ବର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ GIS…

ପୁଣି ଭାରତ-ଚୀନ୍ ସେନା ମୁହାଁମୁହିଁ, ଅରୁଣାଚଳ ପ୍ରଦେଶରେ ଚୀନ୍ ସେନାର ଅନୁପ୍ରବେଶ ଉଦ୍ୟମ ପଣ୍ଡ କଲା ଭାରତ

ନୂଆଦିଲ୍ଲୀ: ଭାରତ ଏବଂ ଚୀନ୍ ସୈନିକ ପୁଣି ମୁହାଁମୁହିଁ ହୋଇଛନ୍ତି । ଗତ ସପ୍ତାହରେ ଅରୁଣାଚଳ ସେକ୍ଟରରେ ଉଭୟ ପକ୍ଷର ସେନା ମଧ୍ୟରେ ସଂଘର୍ଷ ଘଟିଥିଲା । ପ୍ରତିରକ୍ଷା ବିଭାଗର ସୂଚନା ଅନୁଯାୟୀ ପ୍ରାୟ ୨୦୦ ଚୀନ୍ ସୈନିକ ପ୍ରକୃତ ନିମନ୍ତ୍ରଣ ରେଖା (ଏଲ୍ଏସି) ପାର୍ କରି ଅନୁପ୍ରବେଶ ଉଦ୍ୟମ…