ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ୧୦ ଲକ୍ଷ ସ୍ମାର୍ଟ କାର୍ଡ ବଂଟନ

ଭୁବନେଶ୍ୱର- ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ହେଲଥ ସ୍ମାର୍ଟ କାର୍ଡର ବଣ୍ଟନ ଜାରି ରହିଛି । ଏ ଯାଏଁ ୧୦ ଲକ୍ଷ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ଦିଆସରିିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଆମ ପାଇଁ ପ୍ରତିଟି ଜୀବନ…

ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ (GIS) ସଂଶୋଧିତ

କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ସହାୟତା ରାଶି ପରିମାଣରେ ବୃଦ୍ଧି ଭୁବନେଶ୍ବର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ GIS…

ପୁଣି ଭାରତ-ଚୀନ୍ ସେନା ମୁହାଁମୁହିଁ, ଅରୁଣାଚଳ ପ୍ରଦେଶରେ ଚୀନ୍ ସେନାର ଅନୁପ୍ରବେଶ ଉଦ୍ୟମ ପଣ୍ଡ କଲା ଭାରତ

ନୂଆଦିଲ୍ଲୀ: ଭାରତ ଏବଂ ଚୀନ୍ ସୈନିକ ପୁଣି ମୁହାଁମୁହିଁ ହୋଇଛନ୍ତି । ଗତ ସପ୍ତାହରେ ଅରୁଣାଚଳ ସେକ୍ଟରରେ ଉଭୟ ପକ୍ଷର ସେନା ମଧ୍ୟରେ ସଂଘର୍ଷ ଘଟିଥିଲା । ପ୍ରତିରକ୍ଷା ବିଭାଗର ସୂଚନା ଅନୁଯାୟୀ ପ୍ରାୟ ୨୦୦ ଚୀନ୍ ସୈନିକ ପ୍ରକୃତ ନିମନ୍ତ୍ରଣ ରେଖା (ଏଲ୍ଏସି) ପାର୍ କରି ଅନୁପ୍ରବେଶ ଉଦ୍ୟମ…

ବାୟୁସେନା ଦିବସ ଉପଲକ୍ଷେ ସହିଦ ବାୟୁଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଆଜି ହେଉଛି ଭାରତୀୟ ବାୟୁସେନା ଦିବସ । ଏହି ଅବସରରେ ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବାୟୁଯୋଦ୍ଧାଙ୍କୁ ସମ୍ମାନ ଓ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ସୁରକ୍ଷା ଓ ସାର୍ବଭୌମତ୍ୱ ରକ୍ଷା ପାଇଁ ବାୟୁଯୋଦ୍ଧାଙ୍କ ଉତ୍ସର୍ଗୀକୃତ ଭାବନା, ଅଦମ୍ୟ…