ଲକଡାଉନ୍ ବେଳେ ରାହା ଦେଖାଇଲା ମିଶନଶକ୍ତି, ମାଛ ଚାଷ ଆଣିଲା ମହିଳାଙ୍କ ହସ
ସମ୍ବଲପୁର : କରୋନା ମହାମାରୀ ପାଇଁ ଜୀବନ ଜୀବିକା ଘୋର ପ୍ରଭାବିତ ହୋଇଛି । ବିଶେଷ କରି ଏହି ଦ୍ବିତୀୟ ଲହରରେ ଭୟଙ୍କର ସଂକ୍ରମଣ ହେବା ସହ ଗ୍ରାମାଞ୍ଚଳରେ ଅଧିକ ବ୍ୟାପୁଥିବାରୁ ଲୋକେ ଘରୁ ବାହାରିବାକୁ ଭୟ କରୁଛନ୍ତି । ଏଭଳି ସ୍ଥିତିରେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ସୟଂସହାୟକ ଗୋଷ୍ଠୀର…