ରାଜ୍ୟରେ ଆଉ ୨୫ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଏଯାବତ ଗୋଟିଏ ଦିନରେ ସର୍ବାଧିକ ମୃତ୍ୟୁ
ଭୁବନେଶ୍ୱର – ରାଜ୍ୟରେ ଗତ ୨୪ ଘଂଟାରେ ୨୫ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ଗୋଟିଏ ଦିନରେ ଏହି ମୃତ୍ୟୁୁ ସଂଖ୍ୟା ହେଉଛି ସର୍ବାଧିକ । ପ୍ରଥମ ଥର ପାଇଁ ରାଜ୍ୟରେ ୨୨ରୁ ଅଧିକ ରୋଗୀଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ ରୋଗୀଙ୍କ…