୨ ରୁ ୧୮ ବର୍ଷ ବୟସ୍କଙ୍କ ଉପରେ କୋଭାକ୍ସିନର ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରି
ନୂଆଦିଲ୍ଲୀ: ଭାରତ ବାୟୋଟେକର କୋଭାକ୍ସିନ ଟିକାର ୨ ରୁ ୧୮ ବର୍ଷ ବୟସ ବର୍ଗଙ୍କ ଉପରେ ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ଭାରତୀୟ ଔଷଧ ନିୟନ୍ତ୍ରକ (ଡିସିଜିଆଇ) ମଞ୍ଜୁରି ଦେଇଛନ୍ତି | ଡିସିଜିଆଇରୁ ସବୁଜ ସଙ୍କେତ ପାଇବା ପରେ ହାଇଦ୍ରାବାଦ ସ୍ଥିତ ଭାରତ ବାୟୋଟେକ ୫୨୫ ସୁସ୍ଥ…