ମହିଳା ଓ ଶିଶୁବିକାଶ ବିଭାଗର ‘ ଟିକି ମାଉସୀ କହେ ’ ଅଭିଯାନର ଶୁଭାରମ୍ଭ
ଭୁବନେଶ୍ୱର: କୋଭିଡର ତୃତୀୟ ଲହରକୁ ଦୃଷ୍ଟିରେ ରଖୁ ଏଭଳି ସଂକଟରୁ ଉଦ୍ଧାର ପାଇବା ନିମନ୍ତେ ଆମକୁ ସୁଚିନ୍ତିତ କୌଶଳ ଆପଣାଇବାକୁ ପଡ଼ିବ , ଯାହାଦ୍ୱାରା ମୂଲ୍ୟବାନ ଜୀବନ ସୁରକ୍ଷିତ ରହିପାରିବ । ଏଥିପାଇଁ କୋଭିଡ୍ ସଚେତନତା ଏବଂ ନିୟମାବଳୀର କଠିନ ଅନୁପାଳନ ବ୍ୟବସ୍ଥାକୁ ଆମକୁ ଆହୁରି ଦୃଢ଼ୀଭୂତ…