ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ କାର୍ଯ୍ୟ ଉପରେ ରୋକ୍ ଲଗାଇବାକୁ ମନାକଲେ ହାଇକୋର୍ଟ, ଆବେଦନକାରୀଙ୍କ ଉପରେ ଏକ ଲକ୍ଷ…
ନୂଆଦିଲ୍ଲୀ: ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ କାର୍ଯ୍ୟ ଉପରେ ରୋକ୍ ଲଗାଇବାକୁ ମନା କରିଛନ୍ତି ଦିଲ୍ଲୀ ହାଇକୋର୍ଟ । ଏହା ଏକ ଅତ୍ୟାବଶ୍ୟକ ଜାତୀୟ ଯୋଜନା । ଏହା ଅଧୀନ ନିର୍ମାଣ କାର୍ଯ୍ୟ ଜାରି ରହିବ ବୋଲି କୋର୍ଟ କହିଛନ୍ତି । ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ କାର୍ଯ୍ୟ ଉପରେ ରୋକ୍ ଲଗାଇବାକୁ…