କରୋନା ଅପଡେଟ୍‌: ଆହୁରି ଖସିଲା ସଂକ୍ରମଣ, ଦିନକରେ ଆଉ ୧.୭୩ ଲକ୍ଷ ମାମଲା, ୩୬୧୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧ ଲକ୍ଷ ୭୩ ହଜାର ୭୯୦ ନୂଆ ମାମଲା ସାମ୍ନାକୁ ଆସିଛି । ଦେଢ଼ ମାସ ପରେ ଭାରତରେ ସବୁଠୁ କମ୍ ମାମଲା ରେକର୍ଡ କରାଯାଇଛି । ଚଳିତ ମାସରେ ତୃତୀୟ ଥର ପାଇଁ ଦୁଇ ଲକ୍ଷରୁ କମ୍ ମାମଲା ଆସିଛି । ମୃତ୍ୟୁ ସଂଖ୍ୟାରେ…

ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ 

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଭାବରେ ସୁନାମ କରିଥିଲେ…

ନବୀନଙ୍କ ପଂଚମ ପାଳି ସରକାରକୁ ପୂରିଲା ଦୁଇ ବର୍ଷ, ଅପରାହ୍ନରେ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର- ଆଜି ରାଜ୍ୟରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧିନ ପଂଚମ ପାଳି ସରକାରକୁ ଦୁଇ ବର୍ଷ ପୂରିଛି । ୨୦୧୯ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରି କ୍ଷମତା ବଜାୟ ରଖିଥିଲା ଦଳ । ବିଜେଡି ସୁପ୍ରିମୋ ନବୀନଙ୍କ ନିର୍ମଳ ଭାବମୂର୍ତ୍ତି ଓ ସ୍ୱଚ୍ଛ ପ୍ରଶାସନ ଉପରେ ପୁଣି ଆସ୍ଥା ପ୍ରକଟ…

ଜୁନ ପହିଲାରୁ ଖୋଲିବ ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ

ଭୁବନେଶ୍ୱର- ଜୁନ ପହିଲାରୁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନସ୍ଥ ସବୁ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ସବୁ ପୁଣି ଖୋଲିବ । ଏ ବାବଦରେ ସବୁ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜ ଅଧ୍ୟକ୍ଷମାନଙ୍କୁ ଜଣାଇ ଦିଆଯାଇଛି । ପୂୂର୍ବରୁ ଘୋଷଣା କରାଯାଇଥିବା ଗ୍ରୀଷ୍ମ ଅବକାଶ ଏହି ମାସ ୩୧…

ରାଜ୍ୟ ସରକାରଙ୍କ ଦ୍ଵାରା କର୍ମଜୀବୀ ସାମ୍ବାଦିକଙ୍କୁ ଅନୁକମ୍ପା ରାଶି ଓ ଆର୍ଥିକ ସହାୟତା ପ୍ରଦାନ

ଭୁବନେଶ୍ୱର: ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଭିନ୍ନ ଭିନ୍ନ କାରଣ ପାଇଁ ଅନୁକମ୍ପା ରାଶି ଓ ଆର୍ଥକ ସହାୟତା ବାବଦକୁ ୫୫ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତି । ସେଥି…