ଅତିଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହେଲା ‘ତୌକତେ’, ଗୁଜରାଟ ଉପକୂଳବର୍ତ୍ତୀ ଅଞ୍ଚଳରୁ ଲକ୍ଷେରୁ ଊର୍ଦ୍ଧ୍ୱ ଲୋକଙ୍କୁ…
ଅହମ୍ମଦାବାଦ: ଆରବ ସାଗରରେ ସୃଷ୍ଟି ସାମୁଦ୍ରିକ ଝଡ଼ ‘ତୌକତେ’ ଏବେ ଅତିଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି । ସୋମବାର ସକାଳେ ଏହା ଆହୁରି ଶକ୍ତିଶାଳୀ ହୋଇ ଗୁଜୁରାଟ ଉପକୂଳ ଆଡ଼କୁ ମୁହାଁଉଛି ବୋଲି ଭାରତୀୟ ପାଣିପାଗ ବିଭାଗ ତରଫରୁ କୁହାଯାଇଛି । ଏବେ ଏହି ଝଡ଼ର ତୀବ୍ରତା ବୃଦ୍ଧି ପାଇଛି ଏବଂ…