ରାଜ୍ୟର ସବୁ କୋଭିଡ ହସପିଟାଲରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ
ଭୁବନେଶ୍ୱର- ରାଜ୍ୟର ସବୁ କୋଭିଡ ହସପିଟାଲରେ ହେଲ୍ପ ଡେସ୍କ ରହିବା ବାଧ୍ୟତାମୂଳକ କରାଯାଇଛି । ସବୁ ସରକାରୀ ଓ ଘରୋଇ ହସପିଟାଲରେ ହେଲ୍ପ ଡେସ୍କ ରହିବା ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର । ସପ୍ତାହ ସାରା ହେଲ୍ପ ଡେସ୍କଗୁଡିକ ୨୪ ଘଂଟିଆ କାମ କରିବ । ହେଲ୍ପ ଡେସ୍କର ଟୋଲ୍ ଫ୍ରି ନମ୍ବରକୁ…