କଂଗ୍ରେସ ସାଂସଦ ରାଜୀବ ସତବଙ୍କ କରୋନାରେ ପରଲୋକ

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ତଥା ସାଂସଦ ରାଜୀବ ସତବଙ୍କ ରବିବାର ପୁଣେରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି । ସେ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ । ତେବେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ମୃତ୍ୟୁ ବେଳକୁ ରାଜୀବଙ୍କୁ ୪୬…

କରୋନା ସଙ୍କଟ: ଭାରତରେ ଆଉ ୩.୧୧ ଲକ୍ଷ ସଂକ୍ରମିତ ଚିହ୍ନଟ, ୪୦୭୭ ମୃତ

ନୂଆଦିଲ୍ଲୀ: ଭାରତରେ ଗତ କିଛି ଦିନ ଧରି ଦୈନିକ ସଂକ୍ରମଣ ନିୟନ୍ତ୍ରଣରେ ରହିଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୩,୧୧,୧୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ଗ୍ରାଫ୍ ସାମାନ୍ୟ ଖସୁଥିବା ବେଳେ ଦୈନିକ ମୃତ୍ୟୁସଂଖ୍ୟା କିନ୍ତୁ ଚିନ୍ତାଜନକ ରହିଛି । ଦିନକରେ ଏହି ରୋଗରେ ୪୦୭୭ ଲୋକ…

ରାଜ୍ୟରେ ଆଉ ୧୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଦିନକରେ ୧୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୧୦ ଜିଲ୍ଲାରେ ୧୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ରାୟଗଡା ଓ ଅନୁଗୁଳର ୩ ଲେଖାଏଁ, ନୂଆପଡା ଓ ସୁନ୍ଦରଗଡରୁ ୨ ଲେଖାଏଁ ଆକ୍ରାନ୍ତ…

ରାଜ୍ୟରେ ଫିଲ୍ମ ଓ ସିରିଏଲର ଉଭୟ ଆଉଟଡୋର୍‌, ଇଣ୍ଡୋର ସୁଟିଂ ଉପରେ କଟକଣା

ଭୁବନେଶ୍ୱର- କୋରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଫିଲ୍ମ ଓ ସିରିଏଲ ସୁଟିଂ ଉପରେ ରୋକ୍ ଲଗାଇଛନ୍ତି । ଫିଲ୍ମ ଓ ସିରିଏଲର ଉଭୟ ଆଉଟଡୋର୍ ଓ ଇନଡୋର୍ ସୁଟିଂ ହୋଇପାରିବ ନାହିଁ । ଏ ସଂପର୍କରେ ଏସଆରସିଙ୍କ ପକ୍ଷରୁ ଅଧିସୂଚନା ଜାରି ହୋଇଛି । ପଶ୍ଚିମବଙ୍ଗରେ ସୁଟିଂ ସେଟରୁ…

ରାଜ୍ୟରେ ଦିନକରେ ୧୧ ହଜାର ୭୩୨ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୧୭୨୦

ଭୁବନେଶ୍ୱର – ରାଜ୍ୟରେ ଦିନକରେ ୧୧ ହଜାର ୭୩୨ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬ ହଜାର ୫୬୯ ଓ ସ୍ଥାନୀୟ ଅଂଚଳରୁ ୫ ହଜାର ୧୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୭୧୦, କଟକରୁ ୮୭୦, ଅନୁଗୁଳରୁ ୭୦୦, ସୁନ୍ଦରଗଡରୁ ୬୪୧,…

ଲକଡାଉନ୍ ବେଳେ ରାହା ଦେଖାଇଲା ମିଶନଶକ୍ତି, ମାଛ ଚାଷ ଆଣିଲା ମହିଳାଙ୍କ ହସ

ସମ୍ବଲପୁର : କରୋନା ମହାମାରୀ ପାଇଁ ଜୀବନ ଜୀବିକା ଘୋର ପ୍ରଭାବିତ ହୋଇଛି । ବିଶେଷ କରି ଏହି ଦ୍ବିତୀୟ ଲହରରେ ଭୟଙ୍କର ସଂକ୍ରମଣ ହେବା ସହ ଗ୍ରାମାଞ୍ଚଳରେ ଅଧିକ ବ୍ୟାପୁଥିବାରୁ ଲୋକେ ଘରୁ ବାହାରିବାକୁ ଭୟ କରୁଛନ୍ତି । ଏଭଳି ସ୍ଥିତିରେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ସୟଂସହାୟକ ଗୋଷ୍ଠୀର…