ଉପକୂଳରେ ସଂକ୍ରମଣ ହ୍ରାସ ପାଇଁ ରାଜ୍ୟ ସରକାରଙ୍କ ଫୋକସ : ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର- ପଶ୍ଚିମ ଓଡିଶାରେ କୋଭିଡ ସ୍ଥିତି ନିୟନ୍ତ୍ରଣକୁ ଆସିଲା ପରେ ଉପକୂଳକୁ ଅଧିକ ଫୋକସ କରାଯାଉଛି । ଅଧିକ ସଂକ୍ରମଣ ଥିବା ଜିଲ୍ଲାରେ ଅଧିକ ଟେଷ୍ଟ କରାଯିବା ସହ ଘର ଘର ବୁଲି ବ୍ୟାପକ ସର୍ଭେ କରାଯିବ ବୋଲି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି । ଏଥିପାଇଁ…