ବିଜେପିର ପୁରୀ ଲୋକସଭା ପ୍ରାର୍ଥୀଙ୍କ ମହାପ୍ରଭୁ ଜଗନ୍ନାଥଙ୍କ ସମ୍ପର୍କିତ ମନ୍ତବ୍ୟକୁ ଦୃଢ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ମହାପ୍ରଭୁ ଜଗନ୍ନାଥଙ୍କ ସମ୍ପର୍କିତ ମନ୍ତବ୍ୟକୁ ଦୃଢ଼ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଜଗନ୍ନାଥ ହେଉଛନ୍ତି ଜଗତର ନାଥ । ତାଙ୍କୁ ଜଣେ ମଣିଷର ଭକ୍ତ ବୋଲି ଅଭିହିତ କରିବା ସ୍ୱୟଂ ମହାପ୍ରଭୁ…