ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ

ଭୁବନେଶ୍ବର - ଲୋକପ୍ରିୟ ଭଜନ ଗାୟିକା ଶାନ୍ତିଲତା ବାରିକଙ୍କ ପରଲୋକ ହୋଇଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଶାନ୍ତିଲତା ବାରିକ । ତାଙ୍କର ମୃତ୍ୟୁ ନେଇ ସ୍ବାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଛନ୍ତି। ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ…