ବାଲେଶ୍ୱର ଓ ଭଦ୍ରକ ଲୋକସଭା କ୍ଷେତ୍ରରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର 

ଭୁବନେଶ୍ୱର - ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବାଲେଶ୍ୱର ଓ ଭଦ୍ରକ ଲୋକସଭା କ୍ଷେତ୍ରରେ ନିର୍ବାଚନ ପ୍ରଚାର କରି ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବାକୁ ଆହ୍ୱାନ ଦେଇଛନ୍ତି । ସିମୁଳିଆ, ସୋରୋ, ଧାମନଗର ଓ ଭଣ୍ଡାରୀପୋଖରୀରେ ବିଶାଳ ଜନସଭାରେ ଯୋଗଦେଇ ବିଜୁ…