ଅରୁଣାଚଳରେ ବିଜେପି, ସିକ୍କିମରେ ଏସକେଏମକୁ ବହୁମତ

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶ ଓ ସିକ୍କିମ ବିଧାନସଭା ନିର୍ବାଚନର ଭୋଟ୍ ଗଣତି ଜାରି ରହିଛି। ତେବେ ଉଭୟ ରାଜ୍ୟରେ କେଉଁ ଦଳ ସରକାର ଗଢ଼ିବ ତାହା ସ୍ପଷ୍ଟ ହେବାରେ ଲାଗିଛି। ସଦ୍ୟତମ ଟ୍ରେଣ୍ଡ୍ ଅନୁସାରେ ସିକ୍କିମରେ ଶାସକ ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା (ଏସକେଏମ୍) ବହୁମତ ହାସଲ କରିଥିବା…