ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟସ କମ୍ପ୍ଲେକ୍ସ ପରିଦର୍ଶନ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମାଙ୍କ ସହ କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟସ କମ୍ପ୍ଲେକ୍ସ ପରିଦର୍ଶନ କରି ସେଠାରେ ଥ‌ିବା ବିଭିନ୍ନ ସୁବିଧା ସୁଯୋଗ ସଂପର୍କରେ ଅନୁଧ୍ୟାନ ଓ ଆଲୋଚନା କରିଥିଲେ ।…