ଚିକିଟି ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ମାଉନ୍ଦପୁରରେ ବିଷାକ୍ତ ମଦ୍ୟପାନ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ଗୁରୁତର ଅସୁସ୍ଥ ଥିବା ଲକ୍ଷ୍ମଣ ବେହେରାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲ୍ କଲେଜ ଓ ହସପିଟାଲରେ ଭେଣ୍ଟିଲେଟରେ ରଖା ଯାଇଥିଲା। ଗତକାଲି ମଧ୍ୟରାତ୍ରରେ ତାଙ୍କର…