ଗୀତା ଉପଦେଶ: ଆଧ୍ୟାତ୍ମିକ ଲକ୍ଷ୍ୟପ୍ରାପ୍ତି ପାଇଁ ନିଶ୍ଚିତ ଭାବେ ତ୍ୟାଗର ଆବଶ୍ୟକତା ଅଛି 

ବାଖ୍ୟା :- ଶ୍ରୀକୃଷ୍ଣ ବର୍ତ୍ତମାନ ଉଚ୍ଚଶ୍ରେଣୀର ତ୍ୟାଗ ବିଷୟରେ ଆଲୋଚନା କରୁଛନ୍ତି, ଯେଉଁଠାରେ ଆମେ ବିହିତ କର୍ମ କରିଥାଉ, କିନ୍ତୁ କର୍ମଫଳ ପ୍ରତି ଆସକ୍ତି ତ୍ୟାଗ କରିଥାଉ । ସେ ଏହାକୁ ସର୍ବଶ୍ରେଷ୍ଠ ତ୍ୟାଗ ରୂପେ ଅଭିହିତ କରିଛନ୍ତି, ଯାହା ସାତ୍ତ୍ୱିକ ଗୁଣରେ ସ୍ଥିତ ହୋଇଥାଏ।…

ଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ

ପିତୃଗୃହ କବହୁଁ କବହୁଁ ସସୁରାରୀ । ରହେହୁ ଜହାଁ ରୁଚି ହୋଇ ତୁହ୍ମାରୀ ॥ ଏହି ବିଧି କରେହୁ ଉପାଧି କଦଂବା । ଫିରଇ ତ ହୋଇ ପ୍ରାନ ଅବଲଂବା ॥ ଭାଵାର୍ଥ :- ମହାରାଜ ମହାମନ୍ତ୍ରୀ ସୁମନ୍ତ୍ରଙ୍କୁ କହିଲେ, ସୀତାଙ୍କୁ ବୁଝାଇବ, କେତେବେଳେ ମା' ଘରେ ତ ପୁଣି କେତେବେଳେ ଶଶୁରଙ୍କ ନିକଟରେ,…