ଜାରିହେଲା ‘ସୁଭଦ୍ରା’ ଯୋଜନାର ମାର୍ଗଦର୍ଶୀକା

ଭୁବନେଶ୍ୱର: ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ଆରମ୍ଭ କରାଯାଇଛି ସୁଭଦ୍ରା ଯୋଜନା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି, ଅଗଷ୍ଟ ୨୯ ତାରିଖ ୨୦୨୪ରେ ରାଜ୍ୟସରକାରଙ୍କ ଯୁଗାନ୍ତକାରୀ ଯୋଜନା ‘ସୁଭଦ୍ରା’ର…