ଆଜି ପବିତ୍ର ଜନ୍ମାଷ୍ଟମୀ, ଧରାଵତରଣ କରିବେ ଭଗବାନ ଶ୍ରୀକୃଷ୍ଣ

ଭାଦ୍ରବମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ବା ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ । ହିନ୍ଦୁମାନଙ୍କର ଏହା ଏକ ମୂଖ୍ୟ ପର୍ବ । ବେଦବାଣୀ ଓ ଜ୍ୟୋତିଷ ଗଣନାନୁସାରେ ଭଗବାନ ଶ୍ରୀକୃଷ୍ଣ ଦ୍ୱାପର ଯୁଗର ଶେଷ ଭାଗରେ ଧରାଧାମରେ ଅବତୀର୍ଣ୍ଣ ହୋଇଥିଲେ । ତାଙ୍କର ଲୀଳା…