ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ଅନୁକମ୍ପାମୂଳକ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ…