ଜୟନ୍ତୀ ଅବସରରେ ରାଜୀବ ଗାନ୍ଧୀଙ୍କୁ ସଂସ୍କୃତି ବିଭାଗର ଶ୍ରଦ୍ଧାଞ୍ଜଳି

ଭୁବନେଶ୍ଵର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ପୂଜ୍ୟପୂଜା ଅଧିକାରୀ ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ୮୦ତମ ଜୟନ୍ତୀ ଆଜି ପ୍ରତ୍ୟୁଷରେ ରାଜଧାନୀ ଭୁବନେଶ୍ଵର ରାଜୀବଭବନସ୍ଥିତ ତାଙ୍କ ପ୍ରତିମୂର୍ତ୍ତିସ୍ଥଳୀରେ…