ରାଜ୍ୟରେ ଖରା ପ୍ରକୋପ ଜାରି, ଦିନ ୧୧ଟା ୩୦ ସୁଦ୍ଧା ୮ ସହରର ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଉପରେ

ଭୁବନେଶ୍ୱର - ଆଜି ବି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅବ୍ୟାହତ ରହିଛି। ପ୍ରବଳ ଖରା ଓ ଗରମ ଅନୁଭୂତ ହେଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ଦିନ ସାଢେ ୧୧ଟା ୩୦ ମିନିଟ ସୁଦ୍ଧା ରାଜ୍ୟର ୮ଟି ସହରରେ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସରୁ ଅଧିକ ରେକର୍ଡ କରାଯାଇଥିଲା।…