ଶ୍ରୀରାମ ଚରିତ ମାନସ: ବାଲ କାଣ୍ଡ

॥ ବାଲ କାଣ୍ଡ ॥ ସୁନୁ ସୁଭ କଥା ଭବାନି ରାମଚରିତ ମାନସ ବିମଲ । କହା ଭୁସୁଂଡି ବଖାନି ସୁନା ବିହଗ ନାୟକ ଗରୁଡ଼ ॥ ଭାବାର୍ଥ :- ଶ୍ରୀଶିବ କହିଲେ, ହେ ପାର୍ବତୀ ! ନିର୍ମଳ ଶ୍ରୀରାମଚରିତ ମାନସର ସେହି ମଙ୍ଗଳମୟୀ କଥାକୁ ଶୁଣ, ଯାହାକୁ କାକଭୁସୁଣ୍ଡି ବହୁତ ରୋଚକ ଢ଼ଙ୍ଗରେ କହିଲେ ଆଉ ପକ୍ଷୀ…

ଗୀତା ଉପଦେଶ: ଇନ୍ଦ୍ରିୟ ସୁଖକୁ ତୁଚ୍ଛ ମଣୁଥିବା ଶୁଦ୍ଧ ଆତ୍ମା ହିଁ ଦିବ୍ୟ ଆନନ୍ଦ ଅନୁଭବ କରିଥାନ୍ତି

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠ ଅଧ୍ୟାୟରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : - ବାହ୍ୟସ୍ପର୍ଶେଷ୍ୱସକ୍ତାତ୍ମା ବିନ୍ଦତ୍ୟାତ୍ମନି ଯତ୍‌ସୁଖଂ। ସ ବ୍ରହ୍ମଯୋଗଯୁକ୍ତାତ୍ମା ସୁଖମକ୍ଷୟମଶ୍ନୁତେ । ଅର୍ଥାତ: ବାହ୍ୟ ଇନ୍ଦ୍ରିୟ ସୁଖରେ ଆସକ୍ତ ହୁଅନ୍ତି…