ବିଷାକ୍ତ ମଦ୍ୟପାନ ଘଟଣା: ଆଉ ୫ ଚିକିଟି ଡାକ୍ତରଖାନାରେ ଭର୍ତ୍ତି

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ମାଉନ୍ଦପୁରରେ ବିଷାକ୍ତ ମଦ୍ୟପାନ ଘଟଣାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଆଉ ୫ ଜଣ ଅସୁସ୍ଥ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ପାର୍ କରିଛି। ସେପଟେ…