ମେ’ ୨୩ରେ କଣ୍ଟାମାଳ ବିଧାନସଭା ଆସନର ୨ଟି ବୁଥରେ ହେବ ସାନି ମତଦାନ

ଭୁବନେଶ୍ୱର - ବୌଦ୍ଧ ଜିଲ୍ଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ୨ଟି ବୁଥରେ ସାନି ମତଦାନ ହେବ। ଭାରତୀୟ ନିର୍ବାଚନ କମିଶନଙ୍କ ଏଥିପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୩ ତାରିଖ ଦିନ ଏହି ନିର୍ବାଚନ ମଣ୍ଡଳୀର ୨୬ ଓ ୨୮ ନମ୍ବର ବୁଥରେ ସାନି ମତଦାନ ହେବ ବୋଲି ରାଜ୍ୟ ମୁଖ୍ୟ…