ଆଇପିଏଲ ଓ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ ଦୀନେଶ କାର୍ତ୍ତିକ

ନୂଆଦିଲ୍ଲୀ: ଆଇପିଏଲରେ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ତରଫରୁ ପ୍ରତିନିଧିତ୍ୱ କରିଥିବା ୱିକେଟ୍ କିପର ବ୍ୟାଟ୍ସମ୍ୟାନ୍ ଦିନେଶ କାର୍ତ୍ତିକ ବୁଧବାର ରାଜସ୍ଥାନ ରୟାଲ୍ସ ବିପକ୍ଷ ଏଲିମିନେଟର ମ୍ୟାଚ୍‌ରେ ପରାଜୟ ପରେ ଅନ୍ତର୍ଜାତୀୟ ଓ ଆଇପିଏଲ୍ କ୍ୟାରିୟରକୁ ଅଲବିଦା କହିଛନ୍ତି।…