ମତାଧିକାର ସାବ୍ୟସ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ : କହିଲେ, ପୁଣି ଥରେ ରାଜ୍ୟରେ ଗଠନ କରିବେ ସରକାର 

ଭୁବନେଶ୍ବର - ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ସୁପ୍ରିମୋ ଆଜି ରାଜଧାନୀରେ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ନବୀନ ନିବାସରୁ ଚାଲି ଚାଲି ମତଦାନ କେନ୍ଦ୍ରକୁ ଭୋଟ୍ ଦେବାକୁ ଆସିଥିଲେ ମୁଖ୍ୟମନ୍ତ୍ରୀ।…