ଭଦ୍ରକ ଲୋକସଭା କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର : ତୃତୀୟ ପର୍ଯ୍ୟାୟ ସୁଦ୍ଧା ବିଜେଡି ସଂଖ୍ୟାଗରିଷ୍ଠତା…

ଭୁବନେଶ୍ବର - ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଭଦ୍ରକ ଲୋକସଭା କ୍ଷେତ୍ରର ବାସୁଦେବପୁର ଓ ତିହିଡିରେ ନିର୍ବାଚନ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ଓ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବାକୁ ନିବେଦନ କରିଛନ୍ତି। ସେ କହିଲେ ଯେ,…