ମୟୂରଭଞ୍ଜ ଲୋକସଭା କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ନିର୍ବାଚନ ପ୍ରଚାର, ବିରୋଧୀ ଦଳକୁ ଟାର୍ଗେଟ

ଭୁବନେଶ୍ୱର- ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ମୟୂରଭଞ୍ଜ ଲୋକସଭାକ୍ଷେତ୍ରର ଯଶୀପୁର, ସାରସକଣା, ବାଙ୍ଗିରିପୋଷି, ମୋରଡ଼ା ଓ ଉଦଳାରେ ନିର୍ବାଚନ ପ୍ରଚାର କରି ବିରୋଧୀ ଦଳ ଉପରେ ତୀବ୍ର ଆକ୍ରମଣ କରିଛନ୍ତି । ସେ କହିଲେ ଯେ, ବହୁତ ନେତା ଅଛନ୍ତି, କେବଳ ନିର୍ବାଚନ…