ପାକିସ୍ତାନୀ ଖେଳାଳିଙ୍କ ଠାରୁ ସ୍ବର୍ଣ୍ଣ ହାରିଗଲେ ନୀରଜ, ଏଥର ରୌପ୍ୟରେ ସନ୍ତୁଷ୍ଟ

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ଭାରତର ଜାଭଲିନ୍ ଷ୍ଟାର ନୀରଜ ଚୋପ୍ରା ଟୋକିଓ ଅଲିମ୍ପିକ୍ସର ସ୍ବର୍ଣ୍ଣ ପଦକ ସଫଳତା ଦୋହରାଇବାରେ ବିଫଳ ହୋଇଛନ୍ତି। ନୀରଜଙ୍କୁ ଏଥର ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଗୁରୁବାର ରାତିରେ ଅନୁଷ୍ଠିତ ପ୍ୟାରିସ ଅଲିମ୍ପିକ୍ସର ପୁରୁଷ ଜାଭଲିନ୍ ଥ୍ରୋ…