ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଟପିଲା ତାପମାତ୍ରା, ମାଲକାନଗିରି ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର - ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଚଳିତବର୍ଷ ପ୍ରଥମ ଥର ପାଇଁ ଆଜି ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ରାଜ୍ୟର ୪ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି…

ରଥଯାତ୍ରା ନେଇ ପୁରୀ ଜିଲ୍ଲା ପ୍ରଶାସନର ପ୍ରଥମ ପ୍ରସ୍ତୁତି ବୈଠକ

ପୁରୀ - ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ବସିଛି ପ୍ରଥମ ପ୍ରସ୍ତୁତି ବୈଠକ । ଏଥିରେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅକ୍ଷୟ ତୃତୀୟାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି, ରଥକାଠ, ତୀର୍ଥ ପୁଷ୍କରିଣୀ ସଫେଇ, ରଥ ନିର୍ମାଣ, ସ୍ବାସ୍ଥ୍ୟ ଓ…