ଫାଇଲେରିଆ ନିରାକରଣ ଅଭିଯାନ

ବରଗଡ: ଷ୍ଟେସନ ପଡା ସ୍ଥିତ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଫାଇଲେରିଆ ନିରାକରଣ ଅଭିଯାନ ନିମନ୍ତେ ସମୂହ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଯୋଗଦେଇ ପ୍ରଥମେ ଔଷଧ ସେବନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।…