ଓଡ଼ିଶାର ୬ ରେଳ ପ୍ରକଳ୍ପ ପାଇଁ ୧୫ ହଜାର କୋଟି ଘୋଷଣା

ଭୁବନେଶ୍ୱର: ଗତକାଲି କେନ୍ଦ୍ର ସରକାର ଓଡ଼ିଶା ପାଇଁ ୧୫ ହଜାର କୋଟି ଟଙ୍କାର ୬ଟି ଗୁରୁତ୍ଵପୂର୍ଣ୍ଣ ରେଳ ପ୍ରକଳ୍ପ ମଞ୍ଜୁର କରିବା ପରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକ ସେବା ଭବନରେ ଭିଡିଓ କନଫରେନ୍ସ ଜରିଆରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କ ସହ ଆଲୋଚନା କରି ଧନ୍ୟବାଦ…