‘ହର୍ ଘର୍ ତିରଙ୍ଗା ଅଭିଯାନ’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ‘ହର୍ ଘର୍ ତିରଙ୍ଗା ଅଭିଯାନ’ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦ୍ୱାରା ଆହ୍ୱାନ କରାଯାଇଥିବା ଏହି ଅଭିଯାନରେ ଦେଶର କୋଣ ଅନୁକୋଣରୁ ପ୍ରତ୍ୟେକ ଭାରତୀୟ ସାମିଲ ହୋଇଛନ୍ତି।…