ବାତ୍ୟାକୁ ଦୃଷ୍ଟିରେ ରଖି ହାଇ ଆଲର୍ଟରେ ପୌର ସଂସ୍ଥା ପ୍ରସ୍ତୁତିର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ ଉଷା ପାଢୀ

ଭୁବନେଶ୍ଵର: ସାମୁଦ୍ରିକ ଝଡ଼ 'ଦାନା'କୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଭିଡିଓ କନଫରେନ୍ସିଂ ଜରିଆରେ ସମସ୍ତ ପୌରସଂସ୍ଥାର ପ୍ରସ୍ତୁତି ସମୀକ୍ଷା କରିଥିଲେ। ବୈଠକରେ ପୌର ପ୍ରଶାସନ ନିର୍ଦ୍ଦେଶକ, ସ୍ବତନ୍ତ୍ର ସଚିବ, ଅତିରିକ୍ତ ସଚିବ, ୫ଟି…