ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଝୁଲଣ ଯାତ୍ରା
ଶ୍ରାବଣ ଶୁକ୍ଳ ଦଶମୀ ତିଥି ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରାର ଶୁଭାରମ୍ଭ ହୋଇଛି । ଶରତ ରାସର ପୂର୍ବାଭାସ ଏହି ଝୁଲଣ ଯାତ୍ରା ହେଉଛି ଗୋପୀମାନଙ୍କ ଗହଣରେ…