ହରେକୃଷ୍ଣ ମହତାବଙ୍କ ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ସଂସ୍କରଣ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ – ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁଦିତ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉନ୍ମୋଚନ କରିବେ । ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟରରେ ଏହି ପୁସ୍ତକ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ…

ଆଇଆଇଟି ରୁର୍‌କିରେ ୬୦ ଛାତ୍ର କରୋନା ପଜିଟିଭ୍‌, ପାଞ୍ଚ ହଷ୍ଟେଲ୍ ସିଲ୍‌

ଡେରାଡୁନ - ଉତ୍ତରାଖଣ୍ଡ ରୁର୍‌କି ସ୍ଥିତ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି)ରେ କରୋନା ପଶିଛି । ଏହି ଶିକ୍ଷାନୁଷ୍ଠାନରେ ପଢ଼ୁଥିବା ପ୍ରାୟ ୬୦ ଛାତ୍ରଛାତ୍ରୀ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସତର୍କତା ମୂଳକ ପଦକ୍ଷେପ ସ୍ୱରୂପ କର୍ତ୍ତୃପକ୍ଷ ପାଞ୍ଚଟି ହଷ୍ଟେଲ୍‌କୁ…

କୋରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ପୁରୀ ଜିଲ୍ଲା ପ୍ରଶାସନର ସତର୍କତାମୂଳକ ପଦକ୍ଷେପ

ପୁରୀ – କୋରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଦୃଷ୍ଟିରୁ ଶ୍ରୀମନ୍ଦିରରେ କେମିତି ସତର୍କତା ଅବଲମ୍ବନ କରିହେବ, ସେ ନେଇ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ହୋଇଥିଲା । ଏଥିରେ ଶ୍ରୀମନ୍ଦିର ପ୍ରାଶାସନିକ ଅଧିକାରୀ ଓ ଛତିଶା ନିଯୋଗର ପ୍ରମୁଖ ସେବାୟତମାନେ ଯୋଗ ଦେଇଥିଲେ ।…

ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ନବମ ଓ ଏକାଦଶ ଶ୍ରେଣୀ ପାଠପଢା ଏପ୍ରିଲ ୩୦ ଯାଏଁ ବନ୍ଦ

ଭୁବନେଶ୍ୱର- ସାଂପ୍ରତିକ କୋରୋନା ସଂକ୍ରମଣ ଦୃଷ୍ଟିରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନସ୍ଥ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ନବମ ଓ ଏକାଦଶ ଶ୍ରେଣୀ ପାଠପଢା ଏପ୍ରିଲ ୩୦ ତାରିଖ ଯାଏଁ ବନ୍ଦ ରହିବ । ଏହି ଶ୍ରେଣୀର ହଷ୍ଟେଲ ଅନ୍ତବାସୀଙ୍କୁ ଘରକୁ ଫେରିଯିବାକୁ ପରାମର୍ଶ ଦିଆଯାଇଛି । ତେବେ…