ପୁନାୱାଲାଙ୍କୁ ଜେଡ୍ ପ୍ଲସ୍ ସୁରକ୍ଷା ଦାବିରେ ବମ୍ବେ ହାଇକୋର୍ଟରେ ପିଟିସନ

ମୁମ୍ବାଇ: ‘କୋଭିଶିଲ୍ଡ’ ଟିକା ଉତ୍ପାଦନ କରୁଥିବା ସେରମ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଏସ୍‌ଆଇଆଇ) ଅଧ୍ୟକ୍ଷ ଅଦାର ପୁନାୱାଲା ଓ ତାଙ୍କ ପରିବାର ପାଇଁ ଜେଡ୍ ପ୍ଲସ୍ ସୁରକ୍ଷା ଦାବିରେ ବମ୍ବେ ହାଇକୋର୍ଟରେ ଏକ ପିଟିସନ୍ ଦାୟର କରାଯାଇଛି । ଶୀଘ୍ର ଟିକା ଯୋଗାଇବା ପାଇଁ ତାଙ୍କୁ ଅନେକ…

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କୋରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେବା ସହ ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି । କୋଭିଡ ସଂକ୍ରମିତ…

ଭାରତରେ ଦ୍ୱିତୀୟ ଥର ୪ ଲକ୍ଷ ଟପିଲା ଦୈନିକ ସଂକ୍ରମଣ, ଦିନକରେ ୪.୧୨ ଲକ୍ଷ ମାମଲା, ରେକର୍ଡ ୩୯୮୦ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାର ତାଣ୍ଡବ ଜାରି ରହିଛି । ଦେଶରେ ଦ୍ୱିତୀୟ ଥର ପାଇଁ ଦୈନିକ ସଂକ୍ରମଣ ୪ ଲକ୍ଷ ଟପିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ଦେଶରେ ୪,୧୨,୨୬୨ ମାମଲା ସାମ୍ନାକୁ ଆସିଛି । ମୃତ୍ୟୁ ସଂଖ୍ୟାରେ ବି ରେକର୍ଡ ବୃଦ୍ଧି ଘଟିଛି । ଦିନକରେ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜିତ ସିଂଙ୍କ କରୋନାରେ ଦେହାନ୍ତ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ଲୋକ ଦଳ (ଆରଏଲଡି) ର ମୁଖ୍ୟ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଚୌଧୁରୀ ଅଜିତ ସିଂଙ୍କ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲ। ଗୁରୁଗାଓଁର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ସେ ଆଜି ସକାଳେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ସେ…

ରାଜ୍ୟରେ ମୋଟ କୋରୋନା ପଜିଟିଭଙ୍କ ସଂଖ୍ୟା ୫ ଲକ୍ଷ ପାର୍‌, ଦିନକରେ ରେକର୍ଡ ୧୦ ହଜାର ୫୨୧ ନୂଆ ଆକ୍ରାନ୍ତ

ଭୁବନେଶ୍ୱର- ରାଜ୍ୟରେ ପୁଣି ୧୦ ହଜାର ଟପିଛି ଦୈନିକ କୋରୋନା ସଂକ୍ରମଣ । ଦିନକରେ ଚିହ୍ନଟ ହୋଇଛନ୍ତି ୧୦ ହଜାର ୫୨୧ ନୂଆ ପଜିଟିଭ । ଏହା ରାଜ୍ୟରେ ସର୍ବାଧିକ ଦୈନିକ ସଂକ୍ରମଣ । ସଂଗରୋଧରୁ ୫ ହଜାର ୯୪୫ ଓ ସ୍ଥାନୀୟ ଅଂଚଳରୁ ୪ ହଜାର ୫୭୬ ରୋଗୀ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ…

ନ୍ୟୁଜରମ: ସକାଳର ଖବର

ସିଏମଆରଏଫକୁ ୨୦ ଲକ୍ଷ ଟଙ୍କା ଦାନ କଲେ ରାଜ୍ୟପାଳ, ଧନ୍ୟବାଦ ଜଣାଇଲେ ନବୀନ ମୁଖ୍ୟମନ୍ତ୍ରୀଙ୍କ ମନ ଜିଣିଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର ଆୟୁଷ ବହୁଦିନର ସ୍ୱପ୍ନ ପୂରଣ : ଖଲିକୋଟ କଲେଜକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେଲେ ନବୀନ ସରକାର ଲକଡାଉନ୍ ଆରମ୍ଭ: ରାସ୍ତାରେ ସ୍ଥିତି ପରଖିଲେ…