କୋଭିଡ ମୁକାବିଲା ପାଇଁ ନବୀନଙ୍କ ୭ସୂତ୍ରୀ ମନ୍ତ୍ର

କୋଭିଡ଼ ହସ୍ପିଟାଲରେ ଅକ୍ସିଜେନ ବ୍ୟବସ୍ଥା ଓ ଅଗ୍ନି ସୁରକ୍ଷା ଉପରେ ସତର୍କ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ କୋଭିଡ଼ ଚିକିତ୍ସା କରୁଥିବା ଘରୋଇ ଡାକ୍ତର ଖାନା ନିର୍ଧାରିତ ଫି ଠାରୁ ଅଧିକ ନେଲେ ଦୃଢ଼ କାର୍ଯାନୁଷ୍ଠାନ ତୃତୀୟ ଲହରୀ ପାଇଁ ଏବେ ଠାରୁ ସତର୍କ ଦୃଷ୍ଟି ରଖିବାକୁ ପରାମର୍ଶ…

ରାଉରକେଲାରେ କୋଭିଡ୍ ଟିକା ପାଇଁ ଯୁବପିଢ଼ିଙ୍କ ଉତ୍ସାହ, ପ୍ରଥମ ଦିନରେ ୩,୮୦୦ ଜଣ ନେଲେ ସୁରକ୍ଷା କବଚ

• ୧୮ରୁ ୪୪ ବର୍ଗ ପାଇଁ ମଙ୍ଗଳବାର, ଗୁରୁବାର ଓ ଶନିବାର ଟିକା • ୪୫ ପ୍ଲସଙ୍କ ପାଇଁ ବୁଧବାର, ଶୁକ୍ରବାର ଓ ସୋମବାର, କେବଳ ଦ୍ୱିତୀୟ ଡୋଜ୍ ଟିକା • ଟିକା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଯୁବପିଢ଼ି ରାଉରକେଲା: ରାଉରକେଲା ସହରରେ ମଙ୍ଗଳବାର ଦିନ ୧୮ରୁ ୪୪ ବର୍ଷ ବର୍ଗର…

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସ୍ଥିତି ସମୀକ୍ଷା : ନିର୍ଦ୍ଧାରିତ ଫି ଠାରୁ ଅଧିକ ନେଲେ ଘରୋଇ ହସପିଟାଲଙ୍କ ବିରୋଧରେ ଦୃଢ…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର କାର୍ଯ୍ୟକ୍ରମରେ କୋଭିଡ ପରିଚାଳନା ସଂପର୍କରେ ରାଜ୍ୟ…

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଏମସରେ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ପ୍ରଦୀପ୍ତଙ୍କ କୋରୋନା ରିପୋର୍ଟ…

ରାଜଧାନୀରେ ଘରୋଇ ହସପିଟାଲରୁ ୪ ବ୍ଲାକ୍ ଫଙ୍ଗସ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜଧାନୀର ଗୋଟିଏ ଘରୋଇ ହସପିଟାଲରୁ ଗତ ୨୪ ଘଂଟା ମଧ୍ୟରେ ବ୍ଲାକ୍ ଫଙ୍ଗସ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେୟାର ହସପିଟାଲରେ ଆଉ ୪ ଜଣ ବ୍ଲାକ୍ ଫଙ୍ଗସ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଚିହ୍ନଟ ଆକ୍ରାନ୍ତଙ୍କ ମୁଣ୍ଡ ବିନ୍ଧିବା, ଆଖି ଫୁଲିଯିବା, ଅଣଃନିଶ୍ୱାସୀ…

ଆରଟିପିସିଆର ଟେଷ୍ଟିଂ ବୃଦ୍ଧି ଉପରେ ନବୀନଙ୍କ ଫୋକସ୍ : କରୋନା ଲଢେଇରେ ଆଉ ଏକ ପ୍ରଭାବି ପଦକ୍ଷେପ, ୧୬ ଜିଲ୍ଲା ପାଇଁ ୨୦…

ଭୁବନେଶ୍ୱର: କୋଭିଡ଼ ଲଢ଼େଇରେ ରୋଗୀର ଶୀଘ୍ର ପରୀକ୍ଷା ସକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଷୋହଳ ଟି ଜିଲ୍ଲା ଯଥା ଭଦ୍ରକ, ବଉଦ ,ଢେ଼ଙ୍କାନାଳ ଗଜପତି ,ଖୋର୍ଦ୍ଧା ଜଗତସିଂହପୁର ,ଯାଜପୁର କେନ୍ଦ୍ରାପଡା ,ନବରଙ୍ଗପୁର, ମାଲକାନଗିରି ,ନୂଆପଡା ସୋନପୁର…

ରାଜ୍ୟରେ ୧୬ଟି ଜିଲ୍ଲାରେ ପ୍ରତିଷ୍ଠା କରାଯିବ ଆରଟିପିିସିଆର ଲ୍ୟାବ୍

ଭୁବନେଶ୍ୱର- କୋରୋନାର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ରାଜ୍ୟର ୧୬ଟି ଜିଲ୍ଲାର ସଦର ମହକୁମାରେ ଆରଟିପିସିଆର୍ ଲ୍ୟାବ୍ ପ୍ରତିଷ୍ଠା କରାଯିବ । ପ୍ରତି ଲାବେରେଟୋରି ପାଇଁ ୧ କୋଟି ୨୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ । ପ୍ରତି ଲ୍ୟାବ୍‌ରେ ପ୍ରତି ସିଫ୍ଟରେ ୪ ଜମ ଲେଖାଏଁ କର୍ମଚାରୀ ନିଯୁକ୍ତି ହେବେ ।…