ଜଳ ଶକ୍ତି ପୁରସ୍କାର ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର – ଜାତୀୟ ଜଳ ପୁରସ୍କାର ଗଞ୍ଜାମ ଜିଲ୍ଲା ସାରାଦେଶରେ ସର୍ବଶ୍ରେଷ୍ଠ ବିବେଚିତ ହୋଇ ପୁରସ୍କୃତ ହୋଇଥିବାରୁ ଜିଲ୍ଲା ପ୍ରଶାସନକୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ଏକ ଉଲ୍ଲେଖନୀୟ ସଫଳତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗଞ୍ଜାମ ଜିଲ୍ଲାର ଏହି ସଫଳତା ସବୁ ଜିଲ୍ଲା ପ୍ରଶାସନକୁ ଜଳ ସମ୍ବଳ ପରିଚାଳନା ଓ ସଂରକ୍ଷଣରେ ଉତ୍କର୍ଷତା ପାଇଁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.