କଳାହାଣ୍ଡି ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟକାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୮୫୯ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ

ଭବାନୀପାଟଣା – କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତିା କଳାହାଣ୍ଡି ଜିଲ୍ଲାରେ ୪ ଲକ୍ଷ ୭ ହଜାର ୧୦୪ ପରିବାରକୁ ପରିବାରକୁ ବଣ୍ଟାଯିବ ସ୍ମାର୍ଟ କାର୍ଡ । ଏହାଛଡା କଳାହାଣ୍ଡି ଜିଲ୍ଲାବାସୀଙ୍କୁ ୮୫୯ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.