କଟକ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ | News Room Odisha

କଟକ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

କଟକ- ରାଜ୍ୟରେ ପୈ।ର ନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା ବେଳେ କଟକ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ଉପାଧ୍ୟକ୍ଷା ଗିରିବାଳା ବେହେରାଙ୍କୁ ମେୟର ପ୍ରାର୍ଥୀ କରିଛି ଦଳ । ଗିରିବାଳା ବର୍ତ୍ତମାନ କଟକ ନଗର କଂଗ୍ରେସର ଅଧ୍ୟକ୍ଷା ଅଛନ୍ତି ।