ରାଜ୍ୟରେ କୋରୋନାଜନିତ ମୃତ୍ୟୁସଂଖ୍ୟା ୪୫୬କୁ ବୃଦ୍ଧି, ଦିନକରେ ଗଲା ଆଉ ୮ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ ଆଉ ୮ ଜଣଙ୍କର କୋରୋନାରେ ମୃତ୍ୟୁ ହୋଇଛି । ଖୋର୍ଧା ଓ ଗଂଜାମ ଜିଲ୍ଲାରୁ ୨ ଜଣ ଲେଖାଏଁ ରୋଗୀ ପ୍ରାଣ ହରାଇଥିବା ବେଳେ ବରଗଡ, ଭଦ୍ରକ, ରାୟଗଡା ଓ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରୋଗୀଙ୍କ ଜୀବନ ଯାଇଛି । ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଛି ।

Comments are closed.