ଲାଞ୍ଚ ନେବାବେଳେ ଧରାପଡିଲେ ଡାକ୍ତର | News Room Odisha

ଲାଞ୍ଚ ନେବାବେଳେ ଧରାପଡିଲେ ଡାକ୍ତର

ଢେଙ୍କାନାଳ: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର । ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମେଡିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଜଣେ ଲୋକଙ୍କ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରିବା ପାଇଁ ଖେଜୁରିଆ ୧୧ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ମେଡିକାଲ ସାମ୍ନା ଏକ କ୍ଲିନିକରେ ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ଧରିଥିଲା ।